୩୧ରେ ଭୁବନେଶ୍ୱର ଆସିବେ କେଜ୍ରିୱାଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 27, 2019

୩୧ରେ ଭୁବନେଶ୍ୱର ଆସିବେ କେଜ୍ରିୱାଲ୍‌

arabinda

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାନୁଆରୀ ୩୧ ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଭୁବନେଶ୍ୱର ଆସିବେ। ଏ ନେଇ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ସେ ସେଦିନ ଅପରାହ୍ନରେ ଲୋୟର ପିଏମ୍‌ଜିରେ ସାମାଜିକ ନ୍ୟାୟ ଅଭିଯାନ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏକ ସାଧାରଣ ସଭାରେ ଯୋଗ ଦେବେ। ସନ୍ଧ୍ୟାରେ ସେ ସ୍ଥାନୀୟ ବୁଦ୍ଧିଜୀବୀ ଓ ଦଳୀୟ କର୍ମୀଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

କେଜ୍ରିୱାଲଙ୍କ ସହିତ ଆପ୍‌ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ମଧ୍ୟ ଆସିବେ।

ଓଡ଼ିଶାରେ ସାମାଜିକ ନ୍ୟାୟ ଅଭିଯାନକୁ ମଜବୁତ କରିବା ସହିତ ଏକ ବିକଳ୍ପ ରାଜନୀତି ପାଇଁ ଆପ୍‌ର ରାଷ୍ଟ୍ରୀୟ ନେତଢତ୍‌ ଅନ୍ୟାନ୍ୟ ସମଭାବାପନ୍ନ ଦଳଗୁଡ଼ିକ ସହ ଆଲୋଚନା କରିବେ ବୋଲି ମଧ୍ୟ ଜଣାପଡ଼ିଛି।



from Odisha Reporter http://bit.ly/2FRN8JO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages