ରାଉରକେଲା ଓ ବଣାଇ ସ୍ୱତନ୍ତ୍ର ଜିଲ୍ଲା ଘୋଷଣା  ଦାବିକୁ ବିରୋଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ରାଉରକେଲା ଓ ବଣାଇ ସ୍ୱତନ୍ତ୍ର ଜିଲ୍ଲା ଘୋଷଣା  ଦାବିକୁ ବିରୋଧ

ସୁନ୍ଦରଗଡ଼ (ଓଡ଼ିଶା ରିପୋର୍ଟର): ରାଉରକେଲା ଓ ବଣାଇକୁ ସ୍ୱତନ୍ତ୍ର ଜିଲ୍ଲା ଘୋଷଣା ଦାବିକୁ ବିରୋଧ କରିଛନ୍ତି ବିଭିନ୍ନ ସଂଗଠନ। ଏହାକୁ ନେଇରାଉରକେଲାରେ ସୁନ୍ଦରଗଡ଼ ମୂଳ ଆଦିବାସୀ ବଞ୍ଚାଅ ମଞ୍ଚ ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇଛି।

ଶତାଧିକ ଆଦିବାସୀ ମହିଳା ଓ ପୁରୁଷ ଅସ୍ତ୍ରଶସ୍ତ୍ର ଧରି ବିଶ୍ରା ଛକରୁ ବିରାଟ ଶୋଭାଯାତ୍ରାରେ ବାହାରି ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସ୍‌ ନିକଟରେ ପହଞ୍ଚଥିଲେ।ଏହାପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ସୁନ୍ଦରଗଡ଼ ଜିଲ୍ଲା ଏକ ଅନୁସୂଚିତ ଅଞ୍ଚଳ ହୋଇଥିବାରୁ ରାଉରକେଲା ଓ ବଣାଇକୁ ସ୍ୱତନ୍ତ୍ର ଜିଲ୍ଲା କରିବା ଆଇନ୍‌ ବିରୋଧୀ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି।



from Odisha Reporter http://bit.ly/2RFLfWO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages