ଆଜି ରାଜ୍ୟ କ୍ୟାବିନେଟ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ଆଜି ରାଜ୍ୟ କ୍ୟାବିନେଟ ବୈଠକ

Odisha-Secretariat,,,,0

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ କେଉଁ ସବୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ, ତା’ ଉପରେ ସମସ୍ତଙ୍କ ନଜର ରହିଛି।

ଆସନ୍ତା ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିବା ବେଳେ ଏହି ସମୟରେ କାମଚଳା ବଜେଟ୍ ମଧ୍ୟ ଆଗତ ହେବ। ଏହି ବଜେଟରେ ସରକାର କିଛି ନୂଆ ଘୋଷଣା କରିବାକୁ ଥିବାରୁ ସେ ସଂକ୍ରାନ୍ତରେ ମଧ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇପାରେ।



from Odisha Reporter http://bit.ly/2Tk4e6a

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages