ଦୁଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ଚାଲିଗଲା ଦୁଇ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 8, 2019

ଦୁଇ ଟ୍ୟାଙ୍କର ମୁହାଁମୁହିଁ ଧକ୍କା, ଚାଲିଗଲା ଦୁଇ ଜୀବନ

dhenkanal

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ବଳଦିଆବନ୍ଧରେ ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଦୁଇଟି ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।

ଦୁଇ ଟ୍ୟାଙ୍କର ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ହେଲ୍‌ପର ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରି ନାହିଁ। ଗୋବିନ୍ଦପୁର ଫାଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସେହିପରି କଟକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ବଇଁଚୁଆ ନିକଟରେ ଆଜି ସକାଳେ ଏକ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। କଣ୍ଟେନରଟି ଏକ ଟ୍ରେଲରକୁ ପଛପଟୁ ଧକ୍କା ଦେଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଛନ୍ତି କଣ୍ଟେନର ଡ୍ରାଇଭର ଓ ହେଲ୍‌ପର।



from Odisha Reporter http://bit.ly/2C9YW5A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages