ରାଜଧାନୀରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ହତ୍ୟା କଲେ ଆଉ ଜଣେ ଯୁବତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 19, 2019

ରାଜଧାନୀରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ହତ୍ୟା କଲେ ଆଉ ଜଣେ ଯୁବତୀ

murder

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ହତ୍ୟାକାଣ୍ଡ। ଜଣେ ଯୁବତୀଙ୍କୁ ହତ୍ୟା କରିଛନ୍ତି ଆଉ ଜଣେ ଯୁବତୀ। ସହରର ଗୌରୀ ନଗର ଲେନ୍-୫ରେ ଘଟିଛି ଏହି ହତ୍ୟାକାଣ୍ଡ।

ଜଣେ ଯୁବତୀଙ୍କୁ ଆଉ ଜଣେ ଯୁବତୀ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଲିଙ୍ଗରାଜ ଥାନା ପୁଲିସ୍ ଅଭିଯୁକ୍ତ ଯୁବତୀକୁ ଅଟକ ରଖି ପଚରାଉଚରା କରୁଛି। ସେ ହତ୍ୟା କରିଥିବା ନେଇ ପୁଲିସ୍ ଆଗରେ ସ୍ୱୀକାର କରିଥିବା ଜଣାପଡ଼ିଛି। ରାଗି ଯାଇ ସେ ଏମିତି କରିଥିବା ଜଣାପଡ଼ିଛି। ତେବେ କେଉଁ କାରଣ ଯୋଗୁ ରାଗି ଗଲ, ତାହା ଜଣାପଡ଼ିନି।

ଏ ଦୁଇ ଯୁବତୀ ଏକ ଭଡ଼ା ଘରେ ଦୀର୍ଘବର୍ଷ ହେଲା ଏକାଠି ରହୁଥିଲେ। ଆଜି ସକାଳେ ଘର ମାଲିକ ଜଣେ ଯୁବତୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପଡ଼ିଥିବା ଦେଖି ପୁଲିସ୍‌କୁ ଖବର ଦେଇଥିଲେ।

ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter http://bit.ly/2DnImRT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages