ଦମ୍ପତିଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ତଦନ୍ତ କରିବ ଇଡି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ଦମ୍ପତିଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ତଦନ୍ତ କରିବ ଇଡି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଗିରଫ ଦମ୍ପତି ତଥା ଓପେପା ଅଧିକାରୀ ଓ ତହସିଲଦାରଙ୍କ ମାମଲାର ତଦନ୍ତ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଓପେପା ଅଧିକାରୀ ନଳିନୀ ପୃଷ୍ଟି ଓ ତହସିଲଦାର ବିଜୟ କେତନ ସାହୁଙ୍କ ନାଁରେ ୭ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରହିଛି।

ମନି ଲଣ୍ଡରିଂ ଆକ୍ଟ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହି ମାମଲାର ତଦନ୍ତ କରିବ ବୋଲି ସୂଚନା ମିଳିଛି।

କିଛିମାସ ତଳେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଭୟଙ୍କୁ ଭିଜିଲାନ୍ସ ସେଲ୍‌ ଗିରଫ କରିଥିଲା। ଭିଜିଲାନ୍ସ ଅଧିକାରୀମାନେ ନଳିନୀଙ୍କ ସମ୍ପତ୍ତିର ଖୋଳତାଡ଼ କରୁ କରୁ ତାଙ୍କ ସ୍ୱାମୀ ତଥା ସେତେବେଳର ତହସିଲଦାର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିଲେ।



from Odisha Reporter http://bit.ly/2sEwq7R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages