ରାଣୀବନ୍ଧରେ ପଡ଼ି ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 12, 2019

ରାଣୀବନ୍ଧରେ ପଡ଼ି ଜଣେ ମୃତ

rairangpur

ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମୁସାବଣି ଗାଁ  ନିକଟ ରାଣୀବନ୍ଧରେ ଖସି ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ  ନରେନ୍ଦ୍ର ସୋରେନ୍। ନରେନ୍ଦ୍ର ଘର ସୁନାପଶି ଗାଁରେ।

ଗତକାଲି ବିଳମ୍ୱିତ ରାତିରେ ନରେନ୍ଦ୍ର ଘରକୁ ଫେରୁଥିବା ବେଳେ ରାଣିବନ୍ଦରେ ତାଙ୍କ ବାଇକ୍ ଭାରସାମ୍ୟ ହରାଇ ଖସି ପଡ଼ିଥିଲା। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ନରେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିବାର ଲୋକଙ୍କ ସହ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ।

ଖବରପାଇ ରାଇରଙ୍ଗପୁର ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କୁ ୧୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ପରେ ରାସ୍ତା ଅବରୋଧ ହଟିଥିଲା।



from Odisha Reporter http://bit.ly/2H7SKRr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages