ରୁଚିକା ବାର୍କେଟରେ ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 8, 2019

ରୁଚିକା ବାର୍କେଟରେ ନିଆଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ରୁଚିକା ମାର୍କେଟରେ ଆଜି ନିଆଁ ଲାଗିଛି। ଫଳରେ ଏକାଧିକ ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେତେବେଳକୁ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା।

ପୂଜା ସାମଗ୍ରୀ ଦୋକାନୀ ଭଗବାନ ବେହେରାଙ୍କ କହିବା ଅନୁସାରେ, ସବୁଦିନ ପରେ ସେ ଆଜି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ତେବେ ସାଥୀଙ୍କଠାରୁ ଫୋନ୍‌ ପାଇ ଘରୁ ଆସି ଦେଖନ୍ତୁ ଦୋକାନ ଜଳୁଛି। ଦୋକାନରେ କିଛି ନାହିଁ। ସବୁ ଜଳି ପାଉଁଶ ହୋଇଯାଇଛି। ବିଦ୍ୟୁତ ସର୍ଟସର୍କି ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।



from Odisha Reporter http://bit.ly/2Cj4KKv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages