ତେଲ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 29, 2019

ତେଲ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ

rttt7777

ଚୌଦ୍ୱାର(ପ୍ରକାଶ କୁମାର ନାୟକ): ଜଗତପୁର କଲେଜ ନିକଟରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ଆଜି ହଠାତ୍ ନିଆଁ ଲାଗି ଯାଇଥିଲା। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇ ଯାଇଥିଲେ।

ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ।



from Odisha Reporter http://bit.ly/2RUGd91

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages