ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଲା ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 18, 2019

ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଲା ଦାୟିତ୍ୱ

aparajita

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପିରେ ଯୋଗଦେବା ପରେ ପୂର୍ବତନ ପ୍ରଶାସକ ଅପରାଜିତା ଷଡ଼ଙ୍ଗୀଙ୍କୁ ଦଳ ପକ୍ଷରୁ ମିଳିଛି ଦାୟିତ୍ୱ। ଏଣିକି ସେ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ଲାଭାର୍ଥୀ ବା ହିତାଧିକାରୀ ସଂପର୍କ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ  କରିବେ।

ସେହିପରି ବରିଷ୍ଠ ଆଇନଜୀବୀ ଓ ଦଳୀୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଇନ୍‌ ଓ ସୂଚନା ଅଧିକାର ସେବାର ମୁଖ୍ୟ ଭାବେ ଦାୟିତ୍ୱ ଦିଆଯାଇଛି। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଓ  ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମର ଦାୟିତ୍ୱ ଦିଆଯାଇଛି।



from Odisha Reporter http://bit.ly/2QXPEiA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages