ଗଛରେ ପିଟି ହେଲା ସ୍କୁଟି, ଜଣେ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 20, 2019

ଗଛରେ ପିଟି ହେଲା ସ୍କୁଟି, ଜଣେ ମୃତ

scooti

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର-ଜୟପୁର ରାସ୍ତାର ରାହାଡ଼ିଙ୍ଗା ନିକଟରେ ଆଜି ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଥିସହ ଦୁଇ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଏମାନେ ସ୍କୁଟିରେ ଜଗତସିଂହପୁର ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ।

ମୃତାହତଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଓ ରାସ୍ତା ମରାମତି ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଖରାପ ରାସ୍ତା ଯୋଗୁ ବାରମ୍ବାର ଏମିତି ଦୁର୍ଘଟଣା ଘଟୁଥିବା ଲୋକେ ଅଭିଯୋଗ କରିଛନ୍ତି।



from Odisha Reporter http://bit.ly/2FFcIRU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages