ପ୍ରଧାନମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ତାରିଖ ବଦଳିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 6, 2019

ପ୍ରଧାନମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ତାରିଖ ବଦଳିଲା

modi88

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜାନୁଆରୀ ୧୬ ତାରିଖ ନୁହେଁ, ୧୫ ତାରିଖରେ ବଲାଙ୍ଗୀର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ବିଜେପି ବିଧାୟକ ଦଳ ନେତା କେ.ଭି. ସିଂହଦେଓ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମ ସହ ଦଳୀୟ ସମାବେଶରେ ମଧ୍ୟ ଯୋଗଦେବେ ବୋଲି ସେ କହିଛନ୍ତି।

ପୂର୍ବରୁ ପ୍ରଧାନମନ୍ତ୍ରୀ ୧୬ ତାରିଖରେ ଆସିବେ ବୋଲି ସୂଚନା ଥିଲା।

ଜାନୁଆରୀ ୫ (ଗତକାଲି) ପ୍ରଧାନମନ୍ତ୍ରୀ ବାରିପଦା ଆସିଥିଲେ। ସେଠାରେ ସେ ସରକାରୀ କାର୍ଯ୍ୟକ୍ରମ ସହିତ ଦଳୀୟ ସମାବେଶରେ ବି ଯୋଗ ଦେଇଥିଲେ। ଏହି ଅବସରରେ ସେ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।

ଏହା ପୂର୍ବରୁ ଗତ ଡିସେମ୍ବର ମାସ ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସି ଉଭୟ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।



from Odisha Reporter http://bit.ly/2s7Ooj4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages