ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ଟଳିପଡ଼ିଲା ଦନ୍ତା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 1, 2019

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ଟଳିପଡ଼ିଲା ଦନ୍ତା

ଢେଙ୍କାନାଳ(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଦୁଦୁରକୋଟ ଜଙ୍ଗଲରେ ବିଦ୍ୟୁତ୍ ଆଘତରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ଘଟିଛି।

ବାର୍‌ହା ଶିକାର ପାଇଁ ଶିକାରୀମାନେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏହି ଦନ୍ତାର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଲୋକେ। ହାତୀର ମୃତଦେହ ଦୁଦୁରକୋଟ ଜଙ୍ଗଲରେ ପଡ଼ି ରହିଛି।

ସୂଚନାଯୋଗ୍ୟ, ଗତବର୍ଷ ଢେଙ୍କାନାଳ ଜିଲ୍ଲା କମଳାଙ୍ଗରେ ବିଦ୍ୟୁତ୍ ଆଘାତରେ ୭ ଟି ହାତୀର ମୃତ୍ୟୁ ହୋଇଥିଲା। ପୁଣି ଥରେ ଏଭଳି ଘଟଣା ଘଟିବା ପରେ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି।



from Odisha Reporter http://bit.ly/2An3EwL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages