
ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ଏକ ପିକ୍ନିକ୍ ବସ୍କୁ ପିଟି ଦେଲା ଟ୍ରକ୍। ଫଳରେ ୩୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
ଏ ଦୁର୍ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଗୋଡ଼ିପଡ଼ା ଟୋଲ୍ଗେଟ୍ ନିକଟରେ। ବସ୍ଟି ଭଦ୍ରକରୁ ଗଞ୍ଜାମର ତାରା ତାରିଣୀ ଅଭିମୁଖେ ଯାଉଥିବା ବେଳେ ଏକ ଟ୍ରକ୍ ଏହାକୁ ଧକ୍କା ଦେଇଥିଲା। ବେଳେ ଗତକାଲି ବିଳମ୍ବିତ ରାତିରେ ଏ ଘଟଣା ଘଟିଛି।
ଦୁଇ ଗୁରୁତରଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
from Odisha Reporter http://bit.ly/2LS1nhO
No comments:
Post a Comment