ବୈତରଣୀ ମୁହାଣରେ ଭାସୁଛି ତିମିର ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 11, 2019

ବୈତରଣୀ ମୁହାଣରେ ଭାସୁଛି ତିମିର ମୃତଦେହ

patakundai

ପଟ୍ଟାମୁଣ୍ଡାଇ (ପ୍ରବୀର ନାୟକ): ଭିତରକନିକା ଜାତୀୟ ଉଦ୍ୟାନ ଅହିରାଜପୁର ଜଙ୍ଗଲ ନିକଟ ବୈତରଣୀ ମୁହାଣରୁ ଏକ ବିରାଟକାୟ ତିମି ମାଛର ମୃତଦେହ ଉଦ୍ଧାର କରାଯାଇଛି। ମୃତ ତିମିର ଲମ୍ବ ପାଖାପାଖି ୩୦ ଫୁଟ୍ ହେବ।

ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତିମିର ମୃତଦେହ ଉଦ୍ଧାର କରିବା ସହ ଘଟଣାର ଯାଞ୍ଚ ଆରମ୍ଭ କରିଛନ୍ତି। ତେବେ କେଉଁ କାରଣରୁ ତିମିଟିର ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ତିମିରମୃତଦେହ ଭାସୁଥିବା ଜଣାପଡ଼ିବା ପରେ ଆଖପାଖ ଅଞ୍ଚଳରୁ ଶହ ଶହ ଲୋକ ଏହାକୁ ଦେଖିବାକୁ ଭିଡ଼ ଜମାଇଥିଲେ।



from Odisha Reporter http://bit.ly/2D3Eu8s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages