ଟ୍ରକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୩ ମୃତ, ୫ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 20, 2019

ଟ୍ରକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ୩ ମୃତ, ୫ ଗୁରୁତର

accident

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ଘନ କୁହୁଡ଼ି ଯୋଗୁ ଆଜି ସକାଳୁ ସକାଳୁ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ବୋଲେରୋ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

ଏ ଦୁର୍ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାର କଟକ-ଚାନ୍ଦବାଲି ରାସ୍ତାର କାତ୍ତିଆ ଛକରେ।

ଦୁର୍ଘଟଣାରେ ବୋଲେରୋଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗାଡ଼ିଟି ଏମିତି କ୍ଷତିଗ୍ରସ୍ତ ହୋଇଥିଲା ଯେ ସେଥିରୁ ମୃତାହତମାନଙ୍କୁ ବାହାର କରିବା କଷ୍ଟକର ହୋଇପଡ଼ିଥିଲା।

ମୃତାହତମାନଙ୍କ ପରିଚୟ ଜଣାପଡ଼ିନାହିଁ।

ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter http://bit.ly/2W6lugQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages