ଜଣେ ନେତାଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

ଜଣେ ନେତାଙ୍କ ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ

rape

ଯାଜପୁର (ଅଭିୟ ପତି): ଯାଜପୁର ଜିଲ୍ଲା ଦଶରଥପୁର ଅଞ୍ଚଳର ଜଣେ ନେତାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ହୋଇଛି। ତାଙ୍କ ନାଁ ଦାମୋଦର ରାଉତ। ତାଙ୍କ ସ୍ତ୍ରୀ ଜିଲ୍ଲା ପରିଷଦ ସଭ୍ୟ ଅଛନ୍ତି।

ପୀଡ଼ିତା ଜଣଙ୍କ ଅଭିଯୋଗ କରିଛନ୍ତି ଯେ, ଗତ ୨୪ ତାରିଖରେ ଦାମୋଦର ତାଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ କରିଥିଲେ। ଏ ସଂପର୍କରେ ମଙ୍ଗଳପୁର ଥାନାରେ ଏତଲା ଦିଆଯାଇଥିଲା। ତେବେ ସେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ପୁଲିସ୍ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହିଁ।

ସ୍ଥାନୀୟ ଥାନା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ପୀଡ଼ିତା ଯାଜପୁର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ଏ ନେଇ ଯାଜପୁର ଅତିରିକ୍ତ ଏସ୍ପି କହିଛନ୍ତି, ତଦନ୍ତ କରାଯାଇ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅନ୍ୟପକ୍ଷରେ ଏ ଘଟଣା ନେଇ ଦାମୋଦର ରାଉତଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।



from Odisha Reporter http://bit.ly/2TmaWZi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages