କାଲି ସ୍କୁଲ ଛୁଟି ରହିବ କି ନାହିଁ ଜିଲ୍ଲାପାଳ ନେବେ ନିଷ୍ପତ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 8, 2019

କାଲି ସ୍କୁଲ ଛୁଟି ରହିବ କି ନାହିଁ ଜିଲ୍ଲାପାଳ ନେବେ ନିଷ୍ପତ୍ତି

school

କଟକ (ଓଡ଼ିଶା ରିପୋର୍ଟର): ଦୁଇଦିନିଆ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଆଜି ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଏନେଇ ଗତକାଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ତେବେ ଆସନ୍ତାକାଲି ଶିକ୍ଷାନୁଷ୍ଠାନ ବନ୍ଦ ରହିବ କି ନାହିଁ ସେ ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବେ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

ଟ୍ରେଡ ୟୁନିଅନର ବନ୍ଦ ଡାକରା ଯୋଗୁ ଆଜି ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିଥିଲା। ଦୁଇଦିନିଆ ବନ୍ଦ ଡାକରା ଦିଆଯାଇଥିବାରୁ ବୁଧବାର ସ୍କୁଲ ବନ୍ଦ ରହିବ କି ନାହିଁ ଆଜି ନିଷ୍ପତ୍ତି ନିଆଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ପ୍ରଦୀପ୍ତ ମହାପାତ୍ର କହିଥିଲେ।



from Odisha Reporter http://bit.ly/2CXpCZa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages