ବାଇକ୍ ଧକ୍କାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 26, 2019

ବାଇକ୍ ଧକ୍କାରେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ

accident

ଜଗତସିଂହପୁର (ଓଡ଼ିଶା ରିପୋର୍ଟର): କଟକ-ପାରାଦୀପ ରାସ୍ତାର ତରଜଙ୍ଗା ନିକଟରେ ଆଜି ସକାଳେ ଏକ ଦୁର୍ଘଟଣାରେ ଜଣେ ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରମାକାନ୍ତ ରାଉତରାୟ। ତାଙ୍କୁ ଏକ ବାଇକ୍ ପିଟି ଦେଇଥିଲା।

ଏହି ଘଟଣାର ପ୍ରତିବାଦ କରି ସ୍ଥାନୀୟ ଲୋକେ ଉକ୍ତ ସ୍ଥାନରେ ଟାୟାର ଜାଳି କଟକ-ପାରାଦୀପ ରାସ୍ତା ଅବରୋଧ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ସହିତ ଏହି ବ୍ୟସ୍ତ ବହୁଳ ରାସ୍ତାରେ ନିୟମିତ ସ୍ପିଡ୍‌ ଲିମିଟ୍‌ ଚେକ୍‌ କରିବା ଦାବିରେ ଲୋକେ ରାସ୍ତାରୋକ କରିଛନ୍ତି।



from Odisha Reporter http://bit.ly/2S4Jt0X

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages