୨୫ ଜାନୁଆରୀ, ଶୁକ୍ରବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 24, 2019

୨୫ ଜାନୁଆରୀ, ଶୁକ୍ରବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

Rasi-Fala-

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବୃଷ: ମିଠା କଥା କହି ଲୋକଙ୍କ ମନ କିଣିବେ। ଅଧିକ ପରିଶ୍ରମ କରିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସମସ୍ତ କାର୍ଯ୍ୟରେ ସଫଳତା ମଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: କୌଣସି କଥାକୁ ନେଇ ଦ୍ୱନ୍ଦ୍ୱରେ ରହିପାରନ୍ତି। ମନ ଖୁସି ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବେ।

କନ୍ୟା: ଦିନଟି ଭଲରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ବିବାହ ସ୍ଥିର ହୋଇପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

ମକର: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।



from Odisha Reporter http://bit.ly/2MxlUsj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages