
କଟକ (ଓଡ଼ିଶା ରିପୋର୍ଟର): ଜଣାଶୁଣା ଟେଲିଭିଜନ ଅଭିନେତ୍ରୀ ନିକିତା ଲିପନ ସାହୁଙ୍କ ମୃତ୍ୟୁ ହୋଇଯାଇଛି। କଟକରେ ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ମୁଣ୍ଡରେ ଆଘାତ ଲାଗିଥିଲା, ତାହା ଜଣାପଡ଼ିନି।
from Odisha Reporter http://bit.ly/2FbFNVd
No comments:
Post a Comment