ମନ୍ଦିରରୁ ମା’ଙ୍କ ମୂର୍ତ୍ତି ଚୋରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 17, 2019

ମନ୍ଦିରରୁ ମା’ଙ୍କ ମୂର୍ତ୍ତି ଚୋରି

temple

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ଥେରୁବାଲି ନିକଟସ୍ଥ ଖେଦାପଡ଼ା ସ୍ଥିତ ମାଣିକେଶ୍ୱରୀ ମନ୍ଦିରରୁ ମା’ଙ୍କ ମୂର୍ତ୍ତି ଚୋରି ହୋଇଯାଇଛି। ଗତକାଲି ରାତି କେହି ଦୁର୍ବୃତ୍ତ ମନ୍ଦିର ଭିତରେ ପଶି ମା’ଙ୍କ ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଚୋରି କରିଥିବା ଅଭିଯୋଗ ହୋଇଛି। ମନ୍ଦିରର କବାଟ ଭାଙ୍ଗି ଏହି ଚୋରି କରାଯାଇଛି। ଏ ଖବର ଜାଣିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

ଅଭିଯୋଗ ପାଇବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

ଏହି ମାଣିକେଶ୍ୱରୀ ମନ୍ଦିର ବହୁ ପୁରୁଣା ମନ୍ଦିର। ରାଜାରାଜୁଡ଼ା ଅମଳରୁ ଏହି ମନ୍ଦିର ରହିଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter http://bit.ly/2Rw6A4S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages