ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତକୁ ବିରୋଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 19, 2019

ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତକୁ ବିରୋଧ

ଆସିଲାନି ଆମ୍ବୁଲାନ୍ସ, ଭାରରେ ବୁହାଗଲେ ରୋଗୀ ମାଲିକାନଗିରି(ଜିତେନ୍ଦ୍ର ବେଉରା): ମାଲିକାନଗିରି ଜିଲ୍ଲାର ବିକାଶର ନଗ୍ନ ଚିତ୍ର ଦେଖିବାକୁ ମିଳିଛି। ଗାଁକୁ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଆସିପାରିଲାନି। ତେଣୁ ଜଣେ ରୋଗୀକୁ ଭାରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ ପଡ଼ିଲା। ଏହି ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ବଣ୍ଡାଘାଟିସ୍ଥିତ ଗୋଇଗୁଡ଼ା ଗାଁରେ। ଗୋଇଗୁଡ଼ା ଗାଁର ସମ୍ଭାରୀ ବଡନାୟକ ନାମକ ଜଣେ ମହିଳା ଅସୁସ୍ଥ ହୋଇ ପଡ଼ିଥିଲେ। ଏନେଇ ପରିବାର ଲୋକେ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ହେଲେ ଗାଁକୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଆସିପାରିଲା ନାହିଁ। ଫଳରେ କିଛି ଗ୍ରାମବାସୀ ମିଶି ସମ୍ଭାରୀଙ୍କୁ ଖଟିଆରେ ବୋହି ୪ କିଲୋମିଟର ଦୂରରେ ଠିଆ ହୋଇଥିବା ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ତା’ପରେ ତାଙ୍କୁ ଆମ୍ବୁଲାନ୍ସରେ ପ୍ରଥମେ ଖଇରିପୁଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।



from Odisha Reporter http://bit.ly/2W6royP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages