ଡିଭାଇଡର୍‌ରେ ପିଟି ହେଲା କାର୍‌, କୁହୁଡ଼ିକୁ ଦେଲେ ଦୋଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ଡିଭାଇଡର୍‌ରେ ପିଟି ହେଲା କାର୍‌, କୁହୁଡ଼ିକୁ ଦେଲେ ଦୋଷ

car

ଚୌଦ୍ୱାର (ପ୍ରକାଶ କୁମାର ନାୟକ): କଟକ-ଟାଙ୍ଗୀ ରାସ୍ତାର ବାଇଁଚୁଆ ନିକଟରେ ଏକ ଦୁର୍ଘଟଣା ଘଟିଛି। ୧୬ ନମ୍ବର ଜାତୀୟ ରାଜପଥରେ ଏକ ଡିଭାଇଡ୍‌ରରେ ପିଟି ହୋଇ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି।

ଆଜି ଭୋରରେ ଏହି ଦୁର୍ଘଟଣା ଘଟିଥିଲା। କୁହୁଡ଼ି ଯୋଗୁ ଡ୍ରାଇଭର ରାସ୍ତାରେ ଥିବା ଡିଭାଇଡରକୁ ଦେଖି ପାରି ନଥିଲେ ବୋଲି କୁହାଯାଉଛି। ଟାଙ୍ଗୀ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନା ନେଇଥିଲା।

ଏହି କାରଟି ପଶ୍ଚିମବଙ୍ଗର ଆସନସୋଲ୍‌ରୁ ପୁରୀ ଅଭିମୁଖେ ଯାଉଥିଲା।



from Odisha Reporter http://bit.ly/2DsGtmX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages