ଓଡ଼ିଶାରେ ଜେଇଇ ମେନ୍‌ ପରୀକ୍ଷା ଦେଲେ ୩୯ ହଜାର ଛାତ୍ରଛାତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 8, 2019

ଓଡ଼ିଶାରେ ଜେଇଇ ମେନ୍‌ ପରୀକ୍ଷା ଦେଲେ ୩୯ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ରେଡ୍‌ ୟୁନିୟନର ଧର୍ମଘଟ ସତ୍ତ୍ୱେ ଆଜି ଅନୁଷ୍ଠିତ ହୋଇଛି ଜେଇଇ ମେନ୍ ପରୀକ୍ଷା। ଭୁବନେଶ୍ୱର ସମେତ ରାଜ୍ୟର ୯ଟି ସହରରେ ପରୀକ୍ଷା ହୋଇଛି। ସାରା ଦେଶରେ ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଓଡ଼ିଶାରୁ ପ୍ରାୟ ୩୯ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ମଙ୍ଗଳବାର ପ୍ରଥମ ଦିନରେ ବିଆର୍କ ଓ ବି.ପ୍ଲାନିଂ ପାଇଁ ପରୀକ୍ଷା ହୋଇଥିଲା। ସକାଳ ୯.୩୦ରୁ ୧୨.୩୦ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଓ ଦିନ ୨.୩୦ରୁ ୫. ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂ ପରୀକ୍ଷା ହୋଇଥିଲା।

ବୁଧବାରଠୁ ୧୨ ତାରିଖ ପର୍ଯ୍ୟନ୍ତ ବି.ଟେକ୍ ପାଇଁ ପରୀକ୍ଷା ହେବ। ପ୍ରଥମଥର ପାଇଁ ନାସନାଲ ଟେଷ୍ଟିଙ୍ଗ ଏଜେନ୍ସି ପରୀକ୍ଷା ପରିଚାଳନା କରୁଛି। ଟ୍ରେଡ୍‌ ୟୁନିୟନର ହରତାଳ ଯୋଗୁ ଦୂରଦୂରାନ୍ତରୁ ଆସୁଥିବା ପରୀକ୍ଷାର୍ଥୀ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।



from Odisha Reporter http://bit.ly/2siGOC1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages