୧୩ ଜାନୁଆରୀ, ରବିବାର: ସତର୍କ ରୁହନ୍ତୁ, ଦୁର୍ଘଟଣାର ଯୋଗ ରହିଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 12, 2019

୧୩ ଜାନୁଆରୀ, ରବିବାର: ସତର୍କ ରୁହନ୍ତୁ, ଦୁର୍ଘଟଣାର ଯୋଗ ରହିଛି

Rasi-Fala

ମେଷ: ସୁସ୍ଥ ରହିବେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିରର ପରିବେଶ ରହିବ।

ମିଥୁନ: ସହକର୍ମୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ। ପଦୋନ୍ନତିର ଯୋଗ ରହିଛି।

କର୍କଟ: ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ଭାଗ୍ୟ ବୃଦ୍ଧି ହେବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ।

 ସିଂହ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅସୁସ୍ଥ ଅନୁଭବ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

 କନ୍ୟା: ନୂତନ ପୋଷାକ କିଣିପାରନ୍ତି। ଯାନବାହନ ସୁଖ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

 ତୁଳା:  କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବ। ବାପା-ମାଆଙ୍କ ଆଶୀର୍ବାଦ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

 ବିଚ୍ଛା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଋଣ କରନ୍ତୁ ନାହିଁ। ସତର୍କ ରୁହନ୍ତୁ।

 ଧନୁ:  ଶରୀର ଫୂର୍ତ୍ତି ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରନ୍ତି।

 ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ମନ ପ୍ରଫୁଲ୍ଲିତ ରହିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

 କୁମ୍ଭ:  ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ହୋଇପାରେ। ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ।

ମୀନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।



from Odisha Reporter http://bit.ly/2D7aiZO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages