ବିରଞ୍ଚି ଦାସଙ୍କୁ ଗୁଳିମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 30, 2019

ବିରଞ୍ଚି ଦାସଙ୍କୁ ଗୁଳିମାଡ଼

biranchi

ବାଲେଶ୍ୱର (ରଶ୍ମି ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା କଣ୍ଟାବଣିଆ ଗାଁରେ ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ତାଙ୍କ ନାଁ ବିରଞ୍ଚି ଦାସ। ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ବିରଞ୍ଚିଙ୍କ ପିଠିରେ ଗୁଳି ବାଜିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଗତକାଲି ସନ୍ଧ୍ୟାରେ ବିରଞ୍ଚି ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ପିଛା କରିଥିଲେ ଏବଂ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ତାଙ୍କ ପିଠିରେ ବାଜିଥିଲା। ଗୁଳି ବାଜିଥିବା ସତ୍ତ୍ୱେ ସେ ବାଇକ୍‌ ଚଲାଇ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଳାଇ ଆସିଥିଲେ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।



from Odisha Reporter http://bit.ly/2UvH90t

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages