ଆଜିଠୁ ଭିତରକନିକା ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 5, 2019

ଆଜିଠୁ ଭିତରକନିକା ବନ୍ଦ

crocodile

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ଭିତରକନିକା ଜାତୀୟ ଉଦ୍ୟାନ ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏହି ସମୟରେ ପକ୍ଷୀଗଣନା କାର୍ଯ୍ୟ କରାଯିବ।

ପକ୍ଷୀଗଣନା ପାଇଁ ୧୬ଟି ଟିମ୍ ଗଠନ କରାଯାଇଛି। ପ୍ରତି ଟିମ୍ରେ ୩ରୁ ୪ଜଣ ସଦସ୍ୟ ରହିବେ। ଏହାଛଡ଼ା ଭିତକନିକା ଭିତରେ ଥିବା ନଦୀ ଓ ନାଳରେ କୁମ୍ଭୀର ଗଣନା କରାଯିବ।

ବମ୍ବେ ନ୍ୟାଚୁରାଲ୍‌ ହ୍ରିଷ୍ଟ୍ରି ସୋସାଇଟିର ଉପ-ନିର୍ଦ୍ଦେଶକ ଡର ବାଲଚନ୍ଦ୍ରନଙ୍କ ନେତୃତ୍ୱରେ ପକ୍ଷୀ ଗଣନା କରାଯିବ ବୋଲି ଜଣାପଡ଼ିଛି।



from Odisha Reporter http://bit.ly/2GT3XFo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages