ବାଇକ୍‌କୁ ପିଟି ବିଲରେ ପଶିଗଲା ବିଧାୟକଙ୍କ ସ୍କର୍ପିଓ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 5, 2019

ବାଇକ୍‌କୁ ପିଟି ବିଲରେ ପଶିଗଲା ବିଧାୟକଙ୍କ ସ୍କର୍ପିଓ

scorpio

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଉମରକୋଟ ବିଧାୟକ ସୁବାସ ଗଣ୍ଡଙ୍କ ସ୍କର୍ପିଓ ଦୁର୍ଘଟଣାଗ୍ରସ୍ତ ହୋଇଛି। ଜଣେ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇ ସ୍କର୍ପିଓଟି ବିଲ ଭିତରକୁ ପଶି ଯାଇଥିଲା। ଏଥିରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ତେବେ ଦୁର୍ଘଟଣା ବେଳେ ସ୍କର୍ପିଓରେ ବିଧାୟକ ନଥିବା ଜଣାପଡ଼ିଛି।

ବିଧାୟକ ସୁବାସ ଗଣ୍ଡଙ୍କ ଡ୍ରାଇଭର ସ୍କର୍ପିଓ ନେଇ ରାଇଘରରୁ ଉମରକୋଟ ଆସୁଥିବା ବେଳେ ଲାଲପାରା ନିକଟରେ ଏହି ବାଇକ୍‌ ଆରୋହୀକୁ ଧକ୍କା ଦେଇଥିଲେ। ଦୁର୍ଘଟଣା ପରେ ଡ୍ରାଇଭର ଫେରାର୍ ହୋଇଯାଇଥିବା ଜଣାପଡ଼ିଛି।



from Odisha Reporter http://bit.ly/2VwsZgR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages