ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 24, 2019

ମାଲବାହୀ ଟ୍ରେନର ୫ଟି ବଗି ଲାଇନଚ୍ୟୁତ

toooooooooo000

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲା ନିକଟ ବନ୍ଧମୁଣ୍ଡାରେ ଏକ ମାଲବାହୀ ଟ୍ରେନର ପାଞ୍ଚଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଫଳରେ କିଛି ସମୟ ଲାଗି ଉକ୍ତ ମାର୍ଗରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଲାଇନ୍‌ କ୍ଲିୟର ହେବା ପରେ ଟ୍ରେନ୍ ଚଳାଚଳ ହୋଇଥିଲା।

ରେଳ ଲାଇନରେ ତ୍ରୁଟି ଯୋଗୁ ଏହା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।



from Odisha Reporter http://bit.ly/2Mwt1Bb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages