ଚାରି ଭାଇଙ୍କ ୮ ବଖରା ଘର ପୋଡ଼ି ପାଉଁଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 13, 2019

ଚାରି ଭାଇଙ୍କ ୮ ବଖରା ଘର ପୋଡ଼ି ପାଉଁଶ

fire

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ୍‌ ଅନ୍ତର୍ଗତ କୁପାରୀ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ପରିବାରର ୪ ଭାଇଙ୍କ ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।

ଗତକାଲି ବିଳମ୍ୱିତ ରାତିରେ ତରଣ ସେନ ମହାପାତ୍ରଙ୍କ ୪ ପୁଅଙ୍କ ଘରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ସଙ୍ଗେ ସଙ୍ଗେ ଖଇରା ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦିଆଯାଇଥିଲା। ହେଲେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚିବା ବେଳକୁ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା।

ଏହି ଅଗ୍ନିକାଣ୍ଡରେ ସେମାନଙ୍କର ସବୁ ଧାନ, ଚାଉଳ, ଲୁଗାପଟା ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ଯାଇଥିବା ପରିବାର ଲୋକେ କହିଛନ୍ତି। ତେବେ ନିଆଁ କେମିତି ଲାଗିଲା, ତାହା ଜଣାପଡ଼ି ନାହିଁ।



from Odisha Reporter http://bit.ly/2CkMb8u

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages