ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 15, 2019

ଓଲଟି ପଡ଼ିଲା ବସ୍‌

bus1

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ବନ୍ଧମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଅଲଗା ଅଲଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

‘ଖୁସ୍‌ବୁ’ ନାମକ ଏହି ଯାତ୍ରୀବାହୀ ବସ୍‌ଟି ଆଜି ରାଉରକେଲାରୁ ଜରେଇକେଲା ଅଭିମୁଖେ ଯାଉଥିଲା। ବନ୍ଧମୁଣ୍ଡା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାଇରକେଲା-ଜରେଇକେଲା ମଧ୍ୟରେ ଭାରିଯାନ ଚଳାଚଳ ବନ୍ଦ ଦାବିରେ ରାଉରକେଲା-ବିସ୍ରା ରାସ୍ତାକୁ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ପୁଲିସ୍ ଉପସ୍ଥିତ ଅଛି।

buss3

 



from Odisha Reporter http://bit.ly/2CnoXhX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages