ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବକୁ ନେଇ ଉତ୍ତେଜନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 12, 2019

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବକୁ ନେଇ ଉତ୍ତେଜନା

baliguda

ବାଲିଗୁଡ଼ା (ଅଜିତ୍ ନାୟକ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଅଞ୍ଚଳର ଅଷ୍ଟମ ଶ୍ରେଣୀ ଛାତ୍ରୀ ସନ୍ତାନ ପ୍ରସବ ଖବର ଆସିବା ପରେ ଉତ୍ତେଜନା ଦେଖାଦେଇଛି। ଅଭିଯୁକ୍ତ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରି ସ୍ଥାନୀୟ ଲୋକେ ଏନ୍ଏଚ୍ ୫୯ ଉପରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ଫଳରେ ଦାରିଙ୍ଗବାଡ଼ିରୁ ବ୍ରହ୍ମପୁର, ବାଲିଗୁଡ଼ା ଓ ସୋରଡ଼ାକୁ ଯାତାୟତ ବନ୍ଦ ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଘଟଣାସ୍ଥଳରେ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି। ଏହି ଘଟଣା ସଂପର୍କରେ ଦାରିଙ୍ଗିବାଡ଼ି ଥାନାରେ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚରାଉଚରା କରାଯାଉଛି।

ଖବର ପାଇ ବାଲିଗୁଡ଼ା ଏସ୍‌ଡିପିଓ ନୀତିନ୍ କୁଶାଲକର ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ତେବେ ଛାତ୍ରୀଙ୍କ ସନ୍ତାନ ପ୍ରସବ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

 



from Odisha Reporter http://bit.ly/2M5Sph6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages