ବିଜେଡିରେ ସାଂଗଠନିକ ପରିବର୍ତ୍ତନ, କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 15, 2019

ବିଜେଡିରେ ସାଂଗଠନିକ ପରିବର୍ତ୍ତନ, କାହାକୁ ମିଳିଲା କେଉଁ ଦାୟିତ୍ୱ ଜାଣନ୍ତୁ

debashis

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳରେ ସାଂଗଠନିକ ପରିବର୍ତ୍ତନ ହୋଇଛି। ଦେବାଶିଷ ସାମନ୍ତରାୟଙ୍କୁ ଦଳର ସାଧାରଣ ସଂପାଦକ ପଦରୁ ଅବ୍ୟାହତି ଦିଆଯାଇଛି। ତାଙ୍କୁ କଟକ ଜିଲ୍ଲା ବିଜେଡି ସଭାପତି ଭାବେ ନିଯୁକ୍ତି ମିଳିଛି।

ସେହିଭଳି ବିଜୁ ଶ୍ରମିକ ସାମ୍ମୁଖ୍ୟର ଇନ୍‌ଚାର୍ଜ ଭାବେ ବିମ୍ବାଧର କୁଅଁର ନିଯୁକ୍ତ ହୋଇଛନ୍ତି। ଚନ୍ଦ୍ରଶେଖର ସାହୁଙ୍କୁ ଦଳର ଉପସଭାପତି ଓ ବିକ୍ରମ ପଣ୍ଡାଙ୍କୁ ସାଧାରଣ ସଂପାଦକ ଭାବେ ନିଯୁକ୍ତ କରାଯାଇଛି। ଦଳ ମୁଖପାତ୍ର ଥିବା ସସ୍ମିତ ପାତ୍ରଙ୍କୁ ସଂଖ୍ୟାଲଘୁ ବ୍ୟାପାର ସଂପାଦକ ଭାବେ ନିଯୁକ୍ତ କରାଯାଇଛି।

ସାଂଗଠନିକ ଅଦଳବଦଳ ବେଳେ କିଛି ନେତାଙ୍କୁ ସମ୍ପାଦକ ଓ ଜିଲ୍ଲା ସଭାପତି ଭାବେ ମଧ୍ୟ ଦାୟିତ୍ୱ ମିଳିଛି।



from Odisha Reporter http://bit.ly/2AMynDZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages