୧୪ ଜାନୁଆରୀ, ସୋମବାର: ମନ ବିଚଳିତ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 13, 2019

୧୪ ଜାନୁଆରୀ, ସୋମବାର: ମନ ବିଚଳିତ ରହିବ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3

ମେଷ: ମନ ବିଚଳିତ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ମନରେ ଦ୍ୱନ୍ଦ୍ୱ ରହିବ। ପେଟରେ ଯନ୍ତ୍ରଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

କର୍କଟ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅଧିକ ପରିଶ୍ରମ କରିବେ।

ସିଂହ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିବ। ସତର୍କ ରୁହନ୍ତୁ।

କନ୍ୟା: ମାନ-ସମ୍ମାନ ବଢ଼ିବ। ଶରୀର ସୁସ୍ଥ ରହିବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ଦିନଟି ଭଲରେ କଟିବ। ଆତ୍ମବିଶ୍ୱାସ ବଢ଼ିବ। ମନ ଶାନ୍ତ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ବିଦାର୍ଥୀମାନେ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ। ମାଲିମକଦ୍ଦମାରେ ବିଜୟୀ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ଧନୁ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମଧ୍ୟାହ୍ନଭୋଜନ ପରେ ଶୁଭଫଳ ମିଳିବ। ପ୍ରତିଦ୍ୱନ୍ଦୀଙ୍କୁ ପରାସ୍ତ କରିବେ।

ମକର: ଧନପ୍ରାପ୍ତି ଯୋଗ ରହିଛି। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଇଶ୍ୱରଙ୍କୁ ଆରଧନା କରନ୍ତୁ।

କୁମ୍ଭ: ଆୟଠାରୁ ବ୍ୟୟ ଅଧିକ ହେବ। ନୂତନ ପୋଷାକ କିଣିପାରନ୍ତି। ନକାରାତ୍ମକ ଚିନ୍ତାଧାରା ଠାରୁ ଦୂରେଇ ରୁହନ୍ତୁ।

ମୀନ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଖାଦ୍ୟ-ପେୟର ଯତ୍ନ ନିଅନ୍ତୁ।



from Odisha Reporter http://bit.ly/2FsyfNC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages