୨୦ ଜାନୁଆରୀ, ରବିବାର: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 19, 2019

୨୦ ଜାନୁଆରୀ, ରବିବାର: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ

Rasi-Fala

ମେଷ: ଦିନଟି ଭଲରେ କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ବୃଷ: ମନକୁ ସ୍ଥିର ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।

ମିଥୁନ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ  ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ତୁଳା: ବିଦେଶକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।

ବିଚ୍ଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘର ପାଇଁ ଜିନିଷ କିଣିପାରନ୍ତି। ଖଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

ମୀନ: ଶରୀର ଫୂର୍ତ୍ତି ରହିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।



from Odisha Reporter http://bit.ly/2ARVgpu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages