ପ୍ରକାଶ ପାଇଲା ଜେଇଇ ମେନ ପରୀକ୍ଷା ଫଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 19, 2019

ପ୍ରକାଶ ପାଇଲା ଜେଇଇ ମେନ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇଛି ଜେଇଇ ମେନ ପରୀକ୍ଷାଫଳ। ୧୧ ଦିନ ପୂର୍ବରୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଆବେଦନ କରିଥିବା ଛାତ୍ରଛାତ୍ରୀମାନେ ଅଫିସିଆଲ୍‌ ୱେବସାଇଟ jeemain.nic.in ରୁ ରେଜଲ୍ଟ ଦେଖିପାରିବେ।

ଚଳିତବର୍ଷ ଜେଇଇ ମେନ ପାଇଁ ୯ ଲକ୍ଷ ୨୯ହଜାର ୧୯୮ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। ଏଥିପାଇଁ ଦେଶର ବିଭିନ୍ନ ସ୍ଥାନ ସହ ବିଦେଶରେ ୪୬୭ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା। ପ୍ରଥମ ଥର ପାଇଁ ଚଳିତବର୍ଷ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଜେଇଇ ମେନ ପରୀକ୍ଷା କରାଯାଇଥିଲା। ଯେଉଁ ଛାତ୍ରଛାତ୍ରୀମାନେ ଜେଇଇ ମେନ୍‌ରେ ଯୋଗ୍ୟତା ହାସଲ କରି ନାହାନ୍ତି, ସେମାନଙ୍କ ପାଇଁ ଆଉ ଏକ ସୁଯୋଗ ରହିଛି। ଏଥିପାଇଁ ଏପ୍ରିଲ ମାସରେ ଆଉଥରେ ପରୀକ୍ଷା ହେବ।



from Odisha Reporter http://bit.ly/2QZjfIH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages