ମନ୍ଦିର ନିକଟରୁ ମିଳିଲା ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 8, 2019

ମନ୍ଦିର ନିକଟରୁ ମିଳିଲା ମୃତଦେହ

deadbody

ବାଙ୍କୀ(ସଞ୍ଜିପ କୁମାର ନାୟକ): କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ମୁଣ୍ଡଳି ପଞ୍ଚାୟତ ଅଞ୍ଚଳରେ ଥିବା ବାସେଳି ମନ୍ଦିର ନିକଟରେ ଗତକାଲି ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଠାବ କରାଯାଇଥିଲା। ତେବେ ଆଜି ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରି ନାହିଁ।

ସ୍ଥାନୀୟ କିଛି ଗାଈଚରାଳି ପ୍ରଥମେ ଏହି ମୃତଦେହକୁ ଦେଖିଥିଲେ। ଏହା ପରେ ସ୍ଥାନୀୟ ଫାଣ୍ଡିକୁ ଖବର ଦିଆଯାଇଥିଲା।

ଆଜି ସକାଳେ ବାରଙ୍ଗ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ମଧ୍ୟ ଘଟଣାସ୍ଥଳକୁ ଆସିଥିଲେ।

ଗାଡ଼ି ଚଢାଇ ଯୁବକ ଜଣଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉ। ଯୁବକ ଜଣଙ୍କ ଏ ଅଞ୍ଚଳର ନୁହନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି।



from Odisha Reporter http://bit.ly/2sfeWyX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages