ଆଜି ରସଗୋଲା ମହୋତ୍ସବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 13, 2019

ଆଜି ରସଗୋଲା ମହୋତ୍ସବ

Rasagola

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରତିବର୍ଷ ଭଳି ଆଜି ମକର ସଂକ୍ରାନ୍ତି ଅବସରରେ ଓଡ଼ିଶା ଟେଲିଭିଜନ ନେଟୱର୍କ ପକ୍ଷରୁ ଭାରତ ମସଲା ସହଯୋଗରେ ‘ରସଗୋଲା ମହୋତ୍ସବ’ ଆୟୋଜନ କରୁଛି।

ପଟିଆ ବିଗ୍‌ବଜାର ନିକଟସ୍ଥ ପାଲଟ୍ରୋନିକ୍ସ ପଡ଼ିଆରେ ଅପରାହ୍ଣ ୩ଟାରୁ ଏହି ମହୋତ୍ସବ ଆରମ୍ଭ ହେବ। ଏଥିରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୫୦ରୁ ଅଧିକ ରସଗୋଲା କାରିଗର ଯୋଗ ଦେବେ ଓ ରସଗୋଲା ପ୍ରଦର୍ଶନ କରିବେ।

ଏଥର ମହୋତ୍ସବର ସ୍ଲୋଗାନ ରହିଛି ‘ରସଗୋଲା ସେବେଠୁ, ରଥଯାତ୍ରା ଯେବେଠୁ’।

ଏହାସହ ସନ୍ଧ୍ୟାରେ ଓଲିଉଡ୍‌ କଣ୍ଠଶିଳ୍ପୀମାନେ ସଙ୍ଗୀତ ପରିବେଷଣ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।



from Odisha Reporter http://bit.ly/2RRbWXI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages