୨୦ ବସ୍ତା ବେଆଇନ ମୁଦ୍ରା ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 15, 2019

୨୦ ବସ୍ତା ବେଆଇନ ମୁଦ୍ରା ଜବତ

bus,,,,,,,,,,,,,,,,

ଭୁବନେଶ୍ୱରରୁ (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୨୦ ବସ୍ତା ବେଆଇନ ମୁଦ୍ରା ଜବତ କରାଯାଇଛି। ଆୟକର ବିଭାଗର ଜିଏସ୍ଟି ଡିପାର୍ଟମେଣ୍ଟ ଚଢ଼ାଉ କରି ଏହି ମୁଦ୍ରା ଜବତ କରିଛି।

ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଓ ସତସଙ୍ଗ ବିହାର ନିକଟରୁ ଏହି ମୁଦ୍ରା ଜବତ କରାଯାଇଛି। ଏହି ମୁଦ୍ରା ଭର୍ତ୍ତି ବସ୍ତାଗୁଡ଼ିକୁ ଦୁଇଟି ବସ୍‌ରେ କୋଲାକାତାରୁ ଭୁବନେଶ୍ୱରକୁ ଚାଲାଣ କରାଯାଉଥିଲା।

କୋଲାକାତାରୁ ଭୁବନେଶ୍ୱରକୁ ବସ୍‌ରେ ବେଆଇନ ମୁଦ୍ରା ଚାଲାଣ କରାଯାଉଥିବା ନେଇ ଆୟକର ବିଭାଗର ଜିଏସ୍ଟି ଡିପାର୍ଟମେଣ୍ଟ କୌଣସି ସୂତ୍ରରୁ ଖବର ପାଇଥିଲା ଏବଂ ଆଜି ଚଢ଼ାଉ କରିଥିଲା।



from Odisha Reporter http://bit.ly/2AKLTIi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages