ଅତନୁ ଓ ଅରୁଣଙ୍କୁ ପୁଣି ନୋଟିସ୍‌ କରିବ ସିବିଆଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 31, 2019

ଅତନୁ ଓ ଅରୁଣଙ୍କୁ ପୁଣି ନୋଟିସ୍‌ କରିବ ସିବିଆଇ

atanu-1

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିଟଫଣ୍ଡ ଲିଙ୍କ୍‌ରେ ବିଜେଡିର ଦୁଇ ପ୍ରଭାବଶାଳୀ ବିଧାୟକ ଅରୁଣ ସାହୁ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ପୁଣି ସମନ୍ କରିବ ସିବିଆଇ। ପ୍ରଥମ ନୋଟିସ୍ ପାଇ ବି ଉଭୟ ହାଜର ହୋଇ ନ ଥିବାରୁ ସେମାନଙ୍କୁ ଦ୍ୱିତୀୟ ଥର ପାଇଁ ନୋଟିସ୍ ହେବ ବୋଲି ସିବିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

ଅଧିକାରୀ ଜଣକ କହିଛନ୍ତି,“ଉଭୟ ନେତାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନୋଟିସ୍ ହୋଇଥିଲା। ଜଣକୁ ୨୮ ତାରିଖ ଓ ଅନ୍ୟଜଣକୁ ୩୦ ତାରିଖରେ ହାଜର ହେବାକୁ କୁହାଯାଇଥିଲା। ହେଲେ ସେମାନେ ହାଜର ନ ହେବାରୁ ଉଭୟଙ୍କୁ ପୁଣି ଥରେ ନୋଟିସ୍ କରାଯିବ।”

ତେବେ ସିବିଆଇ ନୋଟିସ୍ ପ୍ରସଙ୍ଗରେ ଉଭୟ ନେତାଙ୍କ ପ୍ରତିକ୍ରିୟା ମିଳିନାହିଁ।



from Odisha Reporter http://bit.ly/2MOfENb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages