ଭୈରବୀ ମନ୍ଦିରରୁ ଚୋରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 26, 2019

ଭୈରବୀ ମନ୍ଦିରରୁ ଚୋରି

boudh

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକର ଆରାଧ୍ୟଦେବୀ ଭୈରବୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ୱିତ ରାତିରେ ମନ୍ଦିରର ତାଲା ଭାଙ୍ଗି ୫ଟି ରୁପା ମୁକୁଟ ଓ ୫ଟି ରୁପା ଛତ୍ର ଚୋରି ହୋଇଛି।

ଏନେଇ ପରୁଣାକଟକ ଥାନାରେ ଅଭିଯୋଗ ହୋଇଛି। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରରୁ ମନ୍ଦିରରୁ ଚୋରି ନେଇ ଖବର ଆସୁଛି। ରାୟଗଡ଼ା ଓ ଖୋର୍ଦ୍ଧାର ତିନିଟି ମନ୍ଦିରରୁ ଚୋରି ହୋଇଥିବା ନେଇ ଖବର ଆସିଥିଲା।



from Odisha Reporter http://bit.ly/2FZv3IY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages