ରାଜନୀତିକୁ ଆସିଲେ ପ୍ରିୟଙ୍କା: ମିଳିଲା ଏହି ଦାୟିତ୍ୱ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ରାଜନୀତିକୁ ଆସିଲେ ପ୍ରିୟଙ୍କା: ମିଳିଲା ଏହି ଦାୟିତ୍ୱ

priyanka

ନୂଆଦିଲ୍ଲୀ: ପ୍ରତ୍ୟକ୍ଷ ରାଜନୀତିକୁ ଓହ୍ଲାଇଲେ ସୋନିଆ ଗାନ୍ଧିଙ୍କ ଝିଅ ପ୍ରିୟଙ୍କା ଗାନ୍ଧି ଭଦ୍ରା। ତାଙ୍କୁ ଦଳର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତି ଦିଆଯାଇଛି। ଏହାସହ ଉତ୍ତରପ୍ରଦେଶ ପୂର୍ବାଞ୍ଚଳ ଦାୟିତ୍ୱ ଦିଆଯାଇଛି।

ସେହିପରି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବି ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ଉତ୍ତରପ୍ରଦେଶ ପଶ୍ଚିମାଞ୍ଚଳ ଦାୟିତ୍ୱ ଦିଆଯାଇଛି।



from Odisha Reporter http://bit.ly/2AZcOA6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages