ଓକିଲଙ୍କ ଘର ଉପରକୁ ୬ଟି ବୋମା ଫୋପାଡ଼ି ଫେରାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 31, 2019

ଓକିଲଙ୍କ ଘର ଉପରକୁ ୬ଟି ବୋମା ଫୋପାଡ଼ି ଫେରାର

bomb

ଖୋର୍ଦ୍ଧା (ବଳରାମ ଲେଙ୍କା): ଜଣେ ଆଇନଜୀବୀଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏ ଘଟଣା ଘଟିଛି ଖୋର୍ଦ୍ଧା ଟାଉନ୍‌ ଥାନା ଅନ୍ତର୍ଗତ ଜେମାଦେଇପୁରରେ। ଏହି ଆଇନଜୀବୀଙ୍କ ନାଁ ସତ୍ୟକାମ ମହାପାତ୍ର। ସେ ଏନେଇ ଖୋର୍ଦ୍ଧା ଟାଉନ୍‌ ଥାନାରେ ଏତଲା ଦେଇଛନ୍ତି।

ବୁଧବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କ ଘର ଉପରକୁ ୬ଟି ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ବୋମାମାଡ଼ରେ ତାଙ୍କ ଘରର କାନ୍ଥ, କବାଟ ଓ ଝରକା କ୍ଷତିଗ୍ରସ୍ତ ହୋଇଛି।

ପୂର୍ବ ଶତ୍ରୁତାକୁ ନେଇ ଏ ଘଟଣା ଘଟିଥିବା କୁହାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2sWMoKI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages