ଗଛରେ ପିଟି ହୋଇଗଲା ଟୁରିଷ୍ଟ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 1, 2019

ଗଛରେ ପିଟି ହୋଇଗଲା ଟୁରିଷ୍ଟ ବସ୍‌

acccident-567

ଆଠଗଡ଼ (ନୀଳକଣ୍ଠ ଦୋରା): ଗଛରେ ପିଟିହେଲା ଟୁରିଷ୍ଟ ବସ୍‌। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଗଣିଆ ଥାନା ଅନ୍ତର୍ଗତ ଅକୁରାବନ୍ଧରେ। ଏଥିରେ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, କଟକ ଜିଲ୍ଲା ପଦ୍ମପୁରରୁ ୫୦ରୁ ଅଧିକ ପର୍ଯ୍ୟଟକଙ୍କୁ ନେଇ ଜଗନ୍ନାଥ ନାମକ ଏକ ବସ୍‌ ଛତିଶଗଡ଼ ଯାଇଥିଲା। ସେଠାରୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଏକ ବସ୍‌ ଗଛରେ ପିଟି ହୋଇଯାଇଥିଲା।

ଆହତମାନଙ୍କୁ ନରସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ  ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।



from Odisha Reporter http://bit.ly/2CJZgK1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages