୧୮ ଜାନୁଆରୀ, ଶୁକ୍ରବାର: ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 17, 2019

୧୮ ଜାନୁଆରୀ, ଶୁକ୍ରବାର: ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-1-1

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲ ରହିଛି। ଅପରାହ୍ଣ ପରେ ଚିନ୍ତିତ ରହିପାରନ୍ତି।

ବୃଷ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଉପହାର ମିଳିପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦଠାରୁ ନିଜକୁ ଦୂରେଇ ରୁହନ୍ତୁ। ଯାତ୍ରା କରନ୍ତୁ ନାହିଁ । ଦୁର୍ଘଟଣା ଘଟିପାରେ।

କର୍କଟ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବାର ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ସିଂହ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ସୁସ୍ୱାଦୁ ଖାଦ୍ୟ ଖାଇବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ଗଣେଶଙ୍କୁ ପୂଜା କରନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି ବିତାଇବେ। ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ଧନୁ: ଅଟକି ରହିଥିବା କାମ ଆଜି ସଂପୂର୍ଣ୍ଣ ହେବେ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ପଡ଼ୋଶୀଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ।

ମକର: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଚାକିରି କ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ଭାଗ୍ୟ ବୃଦ୍ଧି ହେବ।

କୁମ୍ଭ: ବିଦ୍ୟାର୍ଥୀଙ୍କ ପାଇଁ ଆଜି ଦିନଟି ବେଶ୍ ଭଲ ରହିଛି। ଚାକିରି କରୁଥିବା ଲୋକେ ପଦୋନ୍ନତି ପାଇପାରନ୍ତି। ଅଳଙ୍କାର କିଣିପାରନ୍ତି।

ମୀନ: ପିତାମାତାଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

 

 



from Odisha Reporter http://bit.ly/2HjzEI7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages