ଘର ସହ ଜଳି ଗଲେ ଯୁବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ଘର ସହ ଜଳି ଗଲେ ଯୁବକ

sonpur

ସୋନପୁର (ରବୀନ୍ଦ୍ର ହୋତା): ଅଗ୍ନିକାଣ୍ଡରେ ଘର ସହ ଜଳିଗଲେ ଯୁବକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ଅନ୍ତର୍ଗତ ଘିଚାପାଲି ଗାଁରେ।

ମୃତ ଯୁବକଙ୍କ ନାଁ ରଞ୍ଜନ ବିଭାର। ତାଙ୍କୁ ୩୦ ବର୍ଷ ହୋଇଥିଲା।

ସେ ଗତକାଲି ଘରେ ଶୋଇଥିବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା।

ଖବର ପାଇ ଦମକଳ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲା। ତେବେ ରଞ୍ଜନ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଦେଖିବାକୁ ମିଳିଥିଲା।

ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନାହିଁ। ସୁବଳୟା ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2R9bD6e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages