କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 1, 2019

କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି

winterrr

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ କୋଲ୍ଡ ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି।
ଭୁବନେଶ୍ୱର, ଅନୁଗୁଳ ଓ ଟିଟିଲାଗଡ଼ରେ କୋଲ୍ଡ ୱେଭ୍‌ ସ୍ଥିତି ଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କିଛି ଦିନ ହେବ ରାଜ୍ୟର ପ୍ରାୟ ସ୍ଥାନର ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୩ଡିଗ୍ରୀ ସେଲସିୟସ୍‌ରୁ ତଳକୁ ଖସିଥିଲା। ରାଜଧାନୀ ଭୁବନେଶ୍ୱର ଓ କଟକର ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଥିଲା।

ଉତ୍ତର ଭାରତରୁ ଥଣ୍ଡା ପବନ ଓଡ଼ିଶା ଉପର ଦେଇ ପ୍ରବାହିତ ହେଉଥିବାରୁ ରାଜ୍ୟରେ ଶୀତ ବଢୁଥିବା ପାଣିପାଗ ବିଭାଗ କହିଛି।



from Odisha Reporter http://bit.ly/2VvilHk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages