୨୯ ଜାନୁଆରୀ, ମଙ୍ଗଳବାର: ଆତ୍ମବିଶ୍ୱାସ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 28, 2019

୨୯ ଜାନୁଆରୀ, ମଙ୍ଗଳବାର: ଆତ୍ମବିଶ୍ୱାସ ବଢ଼ିବ

Rasi-Fala-

ମେଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

ତୁଳା: ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

ଧନୁ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

ମୀନ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।



from Odisha Reporter http://bit.ly/2SbJ5xt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages