ଭେଣ୍ଡିଂ ଜୋନ୍‌ରେ ଲାଗିଗଲା ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 13, 2019

ଭେଣ୍ଡିଂ ଜୋନ୍‌ରେ ଲାଗିଗଲା ନିଆଁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ସିଆରପି ଛକ ଭେଣ୍ଡିଂ ଜୋନ୍‌ରେ ନିଆଁ ଲାଗି ୬ଟି ଦୋକାନ ପୋଡ଼ି ଯାଇଛି। ଘଟଣାସ୍ଥଳରେ ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି।

ଅଗ୍ନିକାଣ୍ଡର କାରଣ ଜଣାପଡିନଥିଲେ ମଧ୍ୟ ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଆଜି ମଧ୍ୟାହ୍ନରେ ଏହି ଅଗ୍ନିକାଣ୍ଡ ଘଟିଛି।



from Odisha Reporter http://bit.ly/2TLPtZV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages